ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଜି ସଧ୍ୟାରେ ନବୀନଙ୍କ କୋଭିଡ ସମୀକ୍ଷା ବୈଠକ

0

ଭୁବନେଶ୍ଵର; ସନ୍ଧ୍ୟାରେ କୋଭିଡ୍ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟ ସଚିବ, ସ୍ଵାସ୍ଥ୍ୟ ସଚିବ ଓ ଉନ୍ନୟନ କମିଶନର ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ।

ପ୍ରକାଶ ଥାଉକି, ରାଜ୍ୟରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। କରୋନାର ସମ୍ଭାବ୍ୟ ଚତୁର୍ଥ ଲହର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ସମୀକ୍ଷା ବୈଠକ ଡାକିଛନ୍ତି। ଏହି ବୈଠକରେ କୌଣସି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.