ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ମଙ୍କିପକ୍ସକୁ ନେଇ ଗାଇଡ ଲାଇନ ଜାରି

0

ନୂଆଦିଲ୍ଲୀ; କରୋନା ପରେ ଏବେ ସାରା ବିଶ୍ୱରେ ବଢୁଛି ମଙ୍କିଫକ୍ସ ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ମନ୍ତ୍ରଣାଳୟର ଗାଇଡ ଲାଇନ ମୁତାବକ ବିଦେଶରୁ ଆସୁଥିବା ଲୋକମାନେ ନିଜ ଲୋକଙ୍କ ଠାରୁ କିଛି ଦିନ ଦୂରତା ରକ୍ଷା କରିବା ଆବଶ୍ୟକ । ଏହାସହ ମୃତ ଓ ରୋଗୀଣା ପଶୁ ପକ୍ଷୀଙ୍କ ଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।

ସୂଚନାଥାଉକି: ଗତ ଗୁରୁବାର ଦିନ କେରଳରେ ଜଣେ ବ୍ୟକ୍ତିଙ୍କ ଠାରେ ମଙ୍କିଫକ୍ସ ଚିହ୍ନଟ ହୋଇଥିଲା । ଏହି ବ୍ୟକ୍ତିଜଣଙ୍କ ବିଦେଶରୁ ଫେରିଥିଲେ । ମନ୍ତ୍ରଣାଳୟର କହିବା ମୁତାବକ ଏହାଏକ ସଂକ୍ରମିତ ରୋଗ । ଏଥିରେ ରୋଗୀଠାରେ ସାମାନ୍ୟ ଲକ୍ଷଣ ଦେଖିବାକୁ ମିଳିଥାଏ । ମଙ୍କିଫକ୍ସ ସାଧାରଣତ ମଧ୍ୟ ଓ ପଶ୍ଚିମ ଆଫ୍ରିକାରେ ଦେଖିବାକୁ ମିଳିଥାଏ । ୨୦୦୩ ମସିହାରେ ପ୍ରଥମଥର ପାଇଁ ମଙ୍କିଫକ୍ସ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

Leave A Reply

Your email address will not be published.