ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସନ୍ତା ୩ରେ ରାଷ୍ଟ୍ରପତିଙ୍କୁ ଭେଟିବେ ୨୬ ବିଧାୟକ

0

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ଓଡ଼ିଶାର ବିଧାୟକ। ଆସନ୍ତାକାଲି ୨୬ ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ। ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ବିଜେପିର ୬ ଏବଂ ସିପିଆଇର ଜଣେ ବିଧାୟକ ଅଛନ୍ତି।  ଆସନ୍ତା ୩ ତାରିଖ ଦିନ ସମସ୍ତ ବିଧାୟକ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ: ଜୁଲାଇ ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।

Leave A Reply

Your email address will not be published.