ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ବଢ଼ିଲା ଗୃହରକ୍ଷୀଙ୍କ ଭତ୍ତା

0

ଭୁବନେଶ୍ବର: ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ ଅପ୍ ଭତ୍ତା ରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।

ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ ଅପ୍ ଭତ୍ତା ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କୁ ଭତ୍ତା ମାସିକ ୧୨,୨୮୦ ଟଙ୍କା ମିଳିବ। ଏତଦ୍‌ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍‌ ମିଳିବ।

Leave A Reply

Your email address will not be published.