ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ଆଜିର ପାଣିପାଗ କଣ କହୁଛି ?

0

ଭୁବନେଶ୍ବର: ସକାଳ ୭.୦୦ ରେ ଉପଗ୍ରହ ରୁ ଉତ୍ତୋଳନ କରାଯାଇଥିବା ପାଣିପାଗ ସମ୍ବନ୍ଧିତ ଚିତ୍ର ଦର୍ଶାଉଛି ଯେ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପରେ କେନ୍ଦ୍ରୀଭୂତ ରହିଛି ଚିହ୍ନିତ ଲଘୁଚାପ କ୍ଷେତ୍ର। ଏହି କ୍ଷେତ୍ର ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଡିପ୍ରେସନ୍ ର ରୂପ ନେବା ର ସମ୍ଭାବନା ରହିଛି । ମୌସୁମୀ ଟ୍ରଫ ସ୍ଵାଭାବିକ ସ୍ଥାନ ରେ ରହିଛି ।

ଆଜି ସମଗ୍ର ଓଡ଼ିଶା ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର ଓ ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶା ର ବିଭିନ୍ନ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଉପକୂଳ ରେ ପବନ ର ବେଗ ଘଣ୍ଟା ପ୍ରତି ୪୦କିମି ରହିପାରେ ।

Leave A Reply

Your email address will not be published.