ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ

0

କଟକ: ଭିଜିଲାନ୍ସ ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ୧ଲକ୍ଷ ଟଙ୍କା ଲେଖାଏଁ ୨ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ଏଥିସହ ଭିଜିଲାନ୍ସ କୋର୍ଟଙ୍କ ଜରିମାନା ଉପରେ ସ୍ଥଗିତାଦେଶ ଜାରି କରାଯାଇଛି। ମୋକିମ୍‌ଙ୍କ ଆବେଦନକୁ କୋର୍ଟ ଗ୍ରହଣ କରିଛନ୍ତି ।

ଅକ୍ଟୋବର ୧୩ରେ ଭିଜିଲାନ୍ସ କୋର୍ଟଙ୍କ ରାୟ ଉପରେ ଶୁଣାଣି ହେବ। ଓଡ଼ିଶା ଗ୍ରାମ୍ୟ ନିର୍ମାଣ ନିଗମରୁ ଜାଲ୍ କାଗଜପତ୍ର ଜରିଆରେ ମେଟ୍ରୋ ବିଲଡର, ତତକାଳୀନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଓ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ମହାପାତ୍ରଙ୍କ ସହଯୋଗରେ ଦେଢ଼ କୋଟି ଟଙ୍କା ଋଣ ଆଣିଥିଲେ।

୨୦୦୭ ବେଳକୁ ଏହା ୬କୋଟି ୨୨ଲକ୍ଷରେ ପହଞ୍ଚିଥିଲା। ଗତ ୨୯ତାରିଖରେ ଭିଜିଲାନ୍ସ କୋର୍ଟ ଏହି ମାମଲାରେ ମେଟ୍ରୋ ବିଲଡର ଏମଡି ତଥା ଏବେକାର ବିଧାୟକ ମହମ୍ମଦ ମୋକିମ, ପୀୟୂଷ ମହାନ୍ତିଙ୍କ ସହ ବିନୋଦ କୁମାର ଓ ସ୍ବସ୍ତି ମହାପାତ୍ରଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ।

Leave A Reply

Your email address will not be published.