ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବାତ୍ୟାକୁ ଗୁଜବ ବୋଲି କହିଲା ଆଇଏମଡି

0

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ବତ୍ୟା ଆଶଙ୍କାକୁ ଗୁଜବ ବୋଲି କହିଛି। ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା କହିଛି ଆମେରିକାର ଜିଏଫଏସ ମଡେଲ। କିନ୍ତୁ ବାତ୍ୟା ନେଇ ଯେଉଁ ଗୁଜବ ଉଠିଛି,ସେଥିରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ଭାରତୀୟ ପାଣିପାଗ ବିଭାଗ।

ଏ ନେଇ ଟ୍ୱିଟ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ କୌଣସି ସୂଚନା ଜାରି କାରିନାହିଁ । ଏନେଇ କୌଣସି ପୂର୍ବାନୁମାନ କରିନଥିବା ଟ୍ୱିଟ କରି ସୂଚନା ଜାରି କରିଛି । ବାତ୍ୟା ନେଇ ୭ଦିନ ଆଗରୁ ଆକଳନ କରିବା ବିଜ୍ଞାନ ସମ୍ମତ ନୁହେଁ । ତେବେ ବଙ୍ଗୋପସାଗରରେ ଅନ୍ୟାନ୍ୟ ମଡେଲ ମହାବତ୍ୟା ନେଇ ସତର୍କ କରିଛନ୍ତି ।

Leave A Reply

Your email address will not be published.