ଭୁବନେଶ୍ୱର; ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତା କାଲି ଅକ୍ଟୋବର ୧୬ ତାରିଖ ରେ ରବିବାର ଦିନ ପଡୁଛି । ତେବେ ମୁଖ୍ୟମନ୍ତ୍ରୀ ମେକ ଇନ୍ ଓଡିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁ ମାନଙ୍କୁ ଅନୁରୋଧ କରିଛନ୍ତି । ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା