ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କାର୍‌ଗିଲରେ ଦୀପାବଳି ପାଳିଲେ ମୋଦି

0
  • ଯବାନଙ୍କ ସହ ପାଳିଲେ ଦୀପାବଳି
  • ସେନାର ଯବାନ ମୋ ପରିବାର ସଦସ୍ୟ
  • ସୀମାରେ ଦୀପାବଳି ପାଳିବା ସୌାଭାଗ୍ୟର କଥା
  • ଯବାନ ହେଉଛନ୍ତି ଦେଶର ସୁରକ୍ଷା କବଚ
  • ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆତ୍ମନିର୍ଭରଶୀଳ

ନୂଆଦିଲ୍ଲୀ; ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିଲେ ପ୍ରଧାନମନ୍ତ୍ରୀ । ଏଥିପାଇଁ କାର୍‌ଗିଲରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲଗାତର ୯ ବର୍ଷ ଧରି ମୋଦି ଯବାନଙ୍କ ସହ ଦୀପାବଳି ପାଳନ କରି ଆସୁଛନ୍ତି ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ହେବା ପରେ ୨୦୧୪ରେ ପ୍ରଥମ ଥର ପାଇଁ ସେ ସିଆଚିନରେ ଯବାନଙ୍କ ସହ ଦୀପାବଳି ପାଳନ କରିଥିଲେ । ୨୦୧୫ରେ ସେ ପଞ୍ଜାବ ଯାଇ ୧୯୬୫ ଯୁଦ୍ଧରେ ପାକିସ୍ତାନ ବିପକ୍ଷରେ ବିଜୟ ଲାଭର ୫୦ତମ ବାର୍ଷିକୀ ପାଳନ କରିଥିଲେ । ୨୦୧୬ରେ ସେ ହିମାଚଳର କିନୌରରେ କର୍ମଚାରୀଙ୍କ ଗହଣରେ ଏବଂ ୨୦୧୭ରେ ମଧ୍ୟ ସେ ଉତ୍ତର କଶ୍ମୀରର ଗୁରେଜ୍‌ ସେକ୍ଟର୍‌କୁ ଯାଇ ଯବାନଙ୍କ ସଙ୍ଗରେ ମିଶି ଦୀପାବଳି ପାଳିଥିଲେ।

ସେହିପରି, ସେହିପରି ୨୦୧୮ରେ ତିବ୍ଦତ ସୀମାରେ ପୁଲିସକର୍ମୀଙ୍କ ସହ ମୋଦି ଦୀପାବଳି ପାଳନ କରିଥିଲେ। ୨୦୧୯ରେ ଏଲ୍‌ଓସି ଓ ୨୦୨୦ରେ ଜୈସଲମେରର ଲୋଙ୍ଗେୱାଲା ପୋଷ୍ଟରେ ସେନା ଯବାନଙ୍କ ସହ ବାଣ ଫୁଟାଇ ଦୀପାବଳି ପାଳନ କରିଥିଲେ।

Leave A Reply

Your email address will not be published.