ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁରୀରେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ

0

ପୁରୀ; ପୁଣି ଅଶାନ୍ତ ହେଲା ପୁରୀ ସହର । ଯୁବ ଆଇନଜୀବୀଙ୍କ ଘର ଉପରକୁ ବିଳମ୍ବିତ ରାତିରେ ବୋମାମାଡ । ଶ୍ରୀମନ୍ଦିର ନିକଟରେ ଥିବା ମାଟିମଣ୍ଡପ ସାହି ଅଙ୍ଗାରୁଆ ଗଳିରେ ଏହି ବୋମାମାଡ଼ ହୋଇଛି।

ଆସନ୍ତାକାଲି ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ପୁରା ପୁରୀ ସହର ହାଇସିକ୍ୟୁରିଟିରେ ରହିଥିବା ବେଳେ ଯୁବ ଆଇନଜୀବୀ ସୁଭାଶିଷ ମହାନ୍ତିଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ଦୁଇଟି ବୋମାମାଡ କରି ଫେରାର ହୋଇଯାଇଛନ୍ତି ।ତେବେ ବୋମାମାଡ଼ରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ।ତେବେ କେଉଁ କାରଣ ପାଇଁ ଆଇନଜୀବୀଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି, ତାହା ଅସ୍ପଷ୍ଟ ରହିଛି ।

ସେପଟେ ଘର ପାଖରେ ଲାଗିଥିବା ସିସିଟିଭି କଏଦ ହୋଇଥିବା ବୋମାମାଡ଼ ଦୃଶ୍ୟକୁ ଅନୁଧ୍ୟାନ କରି ପୁଲିସ ତଦନ୍ତ କରୁଛି। ଏଥିସହିତ ପୁଲିସ ଏହି ଘଟଣାରେ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।

Leave A Reply

Your email address will not be published.