ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

‘ଦମନ’ ଚଳଚ୍ଚିତ୍ରକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବ କୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି।

Leave A Reply

Your email address will not be published.