ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍

0

ଭୁବନେଶ୍ବର: ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଆଜି ବିଧାନସଭାର ଶୀତକାଳୀନ ଅଧିବେଶନରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି। ଏଥିପାଇଁ ମୋଟ୍ ୧୬,୮୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଆସନ୍ତୁ ଜାଣିବା କେଉଁ ବିଭାଗକୁ କେତେ?

  • ପ୍ରଶାସନିକ ବ୍ୟୟ କ୍ଷେତ୍ରରେ ମୋଟ ୪୯୩୪ କୋଟି 
  • କୃଷକ କଲ୍ୟାଣ, ଖାଦ୍ୟ ନିରାପତ୍ତା ଓ ଜଳସେଚନ ସୁବିଧା ପାଇଁ ୩୦୬.୬୫ କୋଟି
  • ଟଙ୍କିକିଆ ଚାଉଳ ଯୋଗାଣ ପାଇଁ ୧୬୪ କୋଟି 
  • ଜନସ୍ୱାସ୍ଥ୍ୟ ସେବା ପାଇଁ ୮୬୭ କୋଟି
  • ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ୍ ପାଇଁ ୫୧ କୋଟି 
  • ମହିଳା ସଶକ୍ତିକରଣ ଓ ଶିଶୁ ବିକାଶ ପାଇଁ ୧୭୨ କୋଟି
  • ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ପାଇଁ ୪୩୮ କୋଟି
  • ଶିକ୍ଷା, କ୍ରୀଡା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୦୮୪ କୋଟି ଟଙ୍କା 
Leave A Reply

Your email address will not be published.