ଛତିଶଗଡ; ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଉଭୟ ପକ୍ଷରୁ ଗୁଳିବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ ହୋଇଥିଲା ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ୩ ନକ୍ସଲ ନିପାତ ହୋଇଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ବିଜାପୁର ଏସପି ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ମିରତୁର୍ ଥାନା ଅଧୀନ ବିଜାପୁର ଜଙ୍ଗଲରେ ନକ୍ସଲ ଥିବା ସୂଚନା ମିଳିବା ପରେ ଆରମ୍ଭ ହୋଇଥିଲା ଅପରେସନ । ତେବେ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି