ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଚୂନ ପଥର ଖଣିରେ ମାଟି ଧସିବା ଯୋଗୁଁ ୭ ଜଣଙ୍କ ମୃତ୍ୟୁ

0

ରାୟପୁର: ଶୁକ୍ରବାର ଛତିଶଗଡର ମାଲଗାଓଁରେ ଖଣି ଭୁଶୁଡ଼ି ପ୍ରାୟ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଗ୍ରାମବାସୀ ଏଥିରେ ଫସିଥିବା ଜଣାପଡ଼ିଛି।  ପୁଲିସ ଏବଂ ଏକ ଏସଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ; ଆଜି ଛତିଶଗଡରେ ଏକ ବଡ ଧରଣର ଅଘଟଣ ଘଟିଛି । ଜଗଦଲପୁରରୁ ୧୧ କିଲୋମିଟର ଦୂର ମାଲଗାଓଁରେ ଚୂନ ପଥର ଖଣିରେ ମାଟି ଧସିବା ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି । କୁହାଯାଉଛି ଯେ ମାଟି ତଳେ ଆହୁରି ୧୨ରୁ ଅଧିକ ଲୋକ ଫସି ରହିଛନ୍ତି । ଘଟଣା ସ୍ଥଳରେ ଏନଡିଆରଏଫ ଟିମ ପହଞ୍ଚି ରେସକ୍ୟୁ ଅପରେସନ ଆରମ୍ଭ କରି ଦେଇଛି । ଯେଉଁ ୭ ଲୋକଙ୍କୁ ଉଦ୍ଧାର କରାଯାଇଛି ସେମାନଙ୍କୁ ମୃତ ଘୋଷଣା କରାଯାଇଛି । ଅନ୍ୟମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave A Reply

Your email address will not be published.