ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନୂଆବର୍ଷରୁ ଶ୍ରୀମନ୍ଦିରକୁ ମୋବାଇଲ ମନା

0

ପୁରୀ; ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ ଲାଗିଲା କଟକଣା । ସେ ସେବାୟତ ହୁଅନ୍ତୁ କି କର୍ମଚାରୀ କେହି ବି ଶ୍ରୀମନ୍ଦିରକୁ ମୋବାଇଲ ଧରି ପ୍ରବେଶ କରିପାରିବେ ନାହିଁ । ତେବେ ଶ୍ରୀମନ୍ଦିରର ଦୁଇଟି ଦ୍ୱାରରେ ଯଥା-ସିଂହଦ୍ୱାର ଓ ଦକ୍ଷିଣଦ୍ୱାରରେ ମୋବାଇଲ ରଖିବାକୁ ବ୍ୟବସ୍ଥା ହୋଇଛି ।ଏହାସତ୍ତ୍ବେ ମଧ୍ୟ ଯଦି କେହି ମୋବାଇଲ ଭିତରକୁ ନିଅନ୍ତି ତେବେ ତାଙ୍କ ବିରୋରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସୂଚନା ଅନୁଯାୟୀ, ପୂର୍ବରୁ ଶ୍ରୀମନ୍ଦିର ଭିତରର ଅନେକ ଫଟୋ ଭାଇରାଲ ହୋଇଥିଲା । ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଏପରିକି ରତ୍ନମଣ୍ଡପରେ ଶ୍ରୀଜିଉ ବସିଥିବାର ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ଆଉ ଏହାପରେ ଶ୍ରୀମନ୍ଦିରର ସୁରକ୍ଷା ପ୍ରତି ବିପଦ ଘନେଇବାର ଆଶଙ୍କା କରି ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Leave A Reply

Your email address will not be published.