ରାଉରକେଲା; ଭୁବନେଶ୍ୱର, କଟକ ଓ ପୁରୀ ପରେ ଏଣିକି ଇସ୍ପାତ ନଗରୀରେ ଗଡ଼ିବ ମୋ ବସ୍ । ହକି ବିଶ୍ୱକପ ପୂର୍ବରୁ ମୋ ବସ ସେବାରେ ସାମିଲ ହେବ ଅଧିକ ୩୦ଟି ବସ୍ । ୩୦ଟି ପ୍ରଦୂଷଣ ମୁକ୍ତ ତଥା ଶୀତତାପ ନିୟନ୍ତ୍ରିତ ଇକେକ୍ଟ୍ରିକ ବସ୍। ବିଶ୍ବକପ୍ ପୂର୍ବରୁ ୨୫ଟି ବସ୍ କ୍ରୁଟ ପକ୍ଷରୁ ରାଉରକେଲାକୁ ପଠାଯିବ । ୯ଟି ବସ ଆସି ସାରିଥିବା ବେଳେ ଅବଶିଷ୍ଟ ୨୧ଟି ବସ୍ ଡିସେମ୍ବର ଶେଷ ସୁଦ୍ଧା ଆସିବ। ହକି ମ୍ୟାଚ୍ ଦିନ ଟିକେଟ ଥିବା ଯାତ୍ରୀଙ୍କ ପାଇଁ ଷ୍ଟାଡିୟମକୁ ମୋ ବସ ସେବା ସମ୍ପୂର୍ଣ୍ଣ ମାଗଣା ଯୋଗାଇବାକୁ ଚିନ୍ତା କରୁଛି କ୍ରୁଟ। ଏନେଇ ସୂଚନା ଦେଇଛନ୍ତି କ୍ରୁଟ ମହାପ୍ରବନ୍ଧକ ଦୀପ୍ତି ମହାପାତ୍ର ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା