ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ନୂଆବର୍ଷରେ ରାଉଲକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ରାଉଲକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାନୁୟାରୀ ୫ ତାରିଖରେ ରାଉଲକେଲା ଗସ୍ତ କରି ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମର ଉଦଘାଟନ କରିବେ । ଏଥିସହିତ ରାଉଲକେଲରୁ ମୋ ବସ ସେବା ଏବଂ ରାଉଲକେଲା ତଥା ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ସେହିପରି ଜାନୁୟାରୀ ୭ରୁ ରାଉଲକେଲାରୁ କମର୍ସିଆଲ୍ ବିମାନ ଚଳାଚଳ ଆରମ୍ଭ କରିବ । ହକି ବିଶ୍ୱକପ୍ ପାଇଁ ଜାନୁୟାରୀ ୧୨ ତାରିଖରେ ରାଉଲକେଲାରେ ଟ୍ରଫି ପହଞ୍ଚିବ ଏବଂ ୧୩ ତାରିଖରେ ଆରମ୍ଭ ହେବ ହକି ମହାକୁମ୍ଭ । ଅନ୍ୟପଟେ ଜାନୁଆରୀ ୧୪ରୁ ସେକ୍ଟର ୧୩ ମେଳନ ପଡିଆରେ ରାଉଲକେଲା ସିଟି ଫେଷ୍ଟ ଆରମ୍ଭ ହେବ । ଏଥିରେ ବିଭିନ୍ନ ମାର୍କେଟ ସହିତ ଖାଦ୍ୟ, ସେଲିବ୍ରିଟି ନାଇଟ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.