ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫେବୃଆରୀରୁ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା

0

ନୂଆଦିଲ୍ଲୀ; ଆସନ୍ତା ଫେବ୍ରୁଆରୀରୁ ଆରମ୍ଭ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା । ଏନେଇ ସିବିଏସଇ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ୨୧ ମାର୍ଚ୍ଚ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୧୫ ଫେବ୍ରୁଆରୀରୁ ୫ ଏପ୍ରିଲ ଯାଏଁ ଚାଲିବ ।

ସକାଳ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ ବା ସିବିଏସଇ ପକ୍ଷରୁ ଡାଟାସିଟ୍ ପ୍ରକାଶ ପାଇଛି । ଛାତ୍ରଛାତ୍ରୀ cbse.nic.inକୁ ଯାଇ ଡାଟାସିଟକୁ ଡାଉନଲୋଡ କରିପାରିବେ । ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପରୀକ୍ଷା ମଧ୍ୟରେ ପର୍ଯ୍ୟାପ୍ତ ସମୟ ଦିଆଯାଇଥିବା କୁହାଯାଇଛି ।

Leave A Reply

Your email address will not be published.