ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଜଳିଗଲା ପର୍ଯ୍ୟଟକଙ୍କ ବସ୍

0

ସାକ୍ଷୀଗୋପାଳ; ସାକ୍ଷୀଗୋପାଳ ମନ୍ଦିର ପାଖରେ ପାର୍କିଂ ହୋଇଥିବାବେଳେ ଏକ ବସ୍ ଜଳିଯାଇଛି। ସାକ୍ଷୀଗୋପାଳ ମନ୍ଦିର ପଛ ପଟେ ଘଟିଛି ଅଘଟଣ । ଅଗ୍ନିକାଣ୍ଡରେ କାହାର କୌଣସି କ୍ଷତି ହୋଇ ନଥିବା ବେଳେ ବସରେ ଥିବା ଯାତ୍ରୀଙ୍କ ଲୁଗା ପଟା ସହିତ ଆବଶ୍ୟକ ଜିନିଷ ପୋଡି ଯାଇଛି।

ମିଳିଥିବା ସୂଚନା ମୁତାବକ ଉତ୍ତରପ୍ରଦେଶରୁ ପୁରୀ ବୁଲିବାକୁ ପର୍ଯ୍ୟଟକମାନେ ଆସିଥିଲେ | ଆଜି ପର୍ଯ୍ୟଟକଙ୍କୁ ନେଇ ଆସିଥିବା ବସ ସାକ୍ଷୀଗୋପାଳ ମନ୍ଦିର ପଛପଟେ ଠିଆ ହୋଇଥିଲା। ଏବଂ ହଠାତ୍ ଏହି ବସରେ ନିଆଁ ଲାଗିଯାଇଥିଲା | ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ ପାର୍କିଂ କରି ଯାତ୍ରୀମାନେ ବାହାରେ ଖାଉଥିବା ବେଳେ ଅଗ୍ନିକାଣ୍ଡ ହୋଇଥିଲା ଯେଉଁଥିପାଇଁ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇନାହିଁ। ବସ ପଛପଟେ ରୋଷେଇ ଚାଲିଥିବାବେଳେ ଗ୍ୟାସ ଲିକ କାରଣରୁ ଅଗ୍ନିକାଣ୍ଡ ହୋଇଥିବାର ସନ୍ଦେହ କରାଯାଉଛି |

Leave A Reply

Your email address will not be published.