ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ମୃତକ ଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

0

ଭୁବନେଶ୍ବର; ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.