ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଜିଠୁ ଆରମ୍ଭ ହେଲା ଟିକାକରଣ

0

ଭୁବନେଶ୍ବର; ଆଜିଠୁ ଓଡ଼ିଶାରେ ପୁଣି ଥରେ ହେବ ଟିକାକରଣ । ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ରାଜ୍ୟର ସମସ୍ତ ଜିଲ୍ଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଦିଆଯିବ ଭ୍ୟାକସିନ୍। ଯେଉଁମାନେ ଦ୍ବିତୀୟ ଓ ପ୍ରିକସନ୍ ଡୋଜ୍ ନେଇ ନାହାନ୍ତି ସେମାନେ ଏହି ଟିକା ନେଇପାରିବେ।

ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକରେ କେବଳ କୋଭିସିଲ୍ଡ ଟିକା ଉପଲବ୍ଧ ହେବ। ଯେଉଁ ସବୁ ଲୋକେ କୋଭିସିଲ୍ଡ ନେଇଥିବେ ସେମାନେ ପୁଣି ଦ୍ବିତୀୟ ଓ ପ୍ରିକସନ୍ ଡୋଜ୍ ନେଇ ପାରିବେ। ଲୋକେ ଟିକାକରଣର ସୁଯୋଗ ଉଠାଇବା ସହ କରୋନାରୁ ସୁରକ୍ଷିତ ରହିବା ନିମନ୍ତେ ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଏବେ ସୁଦ୍ଧା ପ୍ରାୟ ୪୦ ପ୍ରତିଶତ ଲୋକ ବୁଷ୍ଟର ଡୋଜ ନେଇନାହାନ୍ତି । ୧୦ ପ୍ରତିଶତ ଲୋକ ଦ୍ବିତୀୟ ଡୋଜ୍ ନେଇନାହାନ୍ତି ।

Leave A Reply

Your email address will not be published.