ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଭୂକମ୍ପ ଝଟକାରେ ଥରିଲା ଦିଲ୍ଲୀ ଏନସିଆର

0

ନୂଆଦିଲ୍ଲୀ: ପାଞ୍ଚ ସେକେଣ୍ଡେ ପାଇଁ ଭୂକମ୍ପ ଝଟକାରେ ଥରିଲା ରାଜଧାନୀ । ଏହି ଭୁମିକମ୍ପ ଅପରାହ୍ନ ୨.୩୦ରେ ଅନୁଭୁତ ହୋଇଥିଲା। ଦିଲ୍ଲୀ ସମେତ ପାଖାପାଖି ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୫.୪ ।

ଏହା ପୂର୍ବରୁ ଗତ ୫ ତାରିଖରେ ବି ରାଜଧାନୀ ଦିଲ୍ଲୀ ସମେତ ସମ୍ପୂର୍ଣ୍ଣ ଏନସିଆରରେ ଭୂକମ୍ପର ତୀବ୍ର ଝଟକା ଅନୁଭୂତ ହୋଇଥିଲା । ଏହା ଦିଲ୍ଲୀ ବ୍ୟତୀତ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ କାଶ୍ମୀରରେ ବି ଅନୁଭୂତ ହୋଇଥିଲା । ଲୋକମାନେ ଝଟକା ଅନୁଭୂତ କରିବା କ୍ଷଣି ଘରୁ ବାହାରକୁ ଚାଲି ଆସିଥିଲେ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ଥିଲା ୫.୯ ।

Leave A Reply

Your email address will not be published.