ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ

0

ପୁରୀ; ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ଜଗନ୍ନାଥ ଦଶର୍ନ ପାଇଁ ପୁରୀ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚିବା ପରେ କଡା ସୁରକ୍ଷାରେ ପୁରୀରେ ପହଂଚିଛନ୍ତି । ପୁରୀରେ ସେ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି।

ସୂଚନାଯୋଗ୍ୟ: ଗତକାଲି ଗୁୱାହାଟିର କାମାକ୍ଷା ଦର୍ଶନ ସାରି ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି । ନିକଟରେ ଅନନ୍ତ ଅମ୍ବାନି ଓ ରାଧିକା ମର୍ଚ୍ଚାଣ୍ଟଙ୍କ ନିର୍ବନ୍ଧ ଶେଷ ହୋଇଛି । ମୁମ୍ବାଇରେ ଉଭୟ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ନିର୍ବନ୍ଧ କରାଯାଇଛି । ତେଣୁ ବିବାହ ପୂର୍ବରୁ ଜଗନ୍ନାଥଙ୍କ ଦର୍ଶନ କରି ଆଶିର୍ବାଦ ନେବାକୁ ଅନନ୍ତ ଅମ୍ବାନୀ ଓଡିଶା ଆସିଥିବା କୁହାଯାଉଛି । ଏହା ପୂବ‌ର୍ରୁ ମୁକେଶ ଅମ୍ବାନୀ ନିଜର ବଡ ପୁଅ ଆକାଶ ଓ ଝିଅ ଇଶା ଅମ୍ବାନୀଙ୍କ ବିବାହ ପୂର୍ବରୁ ମଧ୍ୟ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରି ଯାଇଛନ୍ତି।

Leave A Reply

Your email address will not be published.