ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫାଇନାଲ କୁ ଗଲା ଜର୍ମାନି

0

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ପ୍ରଥମ ସେମିଫାଇନାଲ୍‌ ମ୍ୟାଚ୍‌ରେ ଜର୍ମାନି କଙ୍ଗାରୁ ଦଳକୁ ପରାସ୍ତ କରିଛି। ଜର୍ମାନି ଦଳ ୪-୩ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ସେମିଫାଇନାଲରେ ବିଜୟୀ ହେଲା ପରେ ଜର୍ମାନି ଏବେ ଫାଇନାଲକୁ ଉନ୍ନୀତ ହୋଇଛି। ଜର୍ମାନି ଆସନ୍ତା ୨୯ ତାରିଖରେ ଫାଇନାଲ ମ୍ୟାଚ୍‌ ଖେଳିବ। ବେଲଜିୟମ୍‌ ଓ ନେଦରଲାଣ୍ଡ୍‌ସ ମଧ୍ୟରେ ଖେଳାଯିବାକୁ ଥିବା ଦ୍ବିତୀୟ ସେମିଫାଇନାଲ ମ୍ୟାଚ୍‌ର ବିଜେତା ଟିମ୍‌କୁ ଭେଟିବ। ଫାଇନାଲ୍‌ ମ୍ୟାଚ୍‌ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ।

Leave A Reply

Your email address will not be published.