ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ବିଶାଖାପାଟଣା ହେବ ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ

0

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା । ନୂଆଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ ବିଶାଖାପାଟଣାକୁ ରାଜ୍ୟର ରାଜଧାନୀ କରାଯିବ। ଏହା ସହ ତାଙ୍କ କାର୍ଯ୍ୟାଳୟ ମଧ୍ୟ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯିବ।

ଏପ୍ରିଲ୍ ୨୩, ୨୦୧୫ରେ ଆନ୍ଧ୍ର ସରକାର ଅମରାବତୀଙ୍କୁ ଏହାର ରାଜଧାନୀ ଭାବେ ଘୋଷଣା କରିଥିଲେ। ତା’ପରେ ୨୦୨୦ରେ ରାଜ୍ୟ ତିନୋଟି ରାଜଧାନୀ ନିର୍ମାଣ କରିବାକୁ ଯୋଜନା କରିଥିଲା, ଯେଉଁଥିରେ ଅମରାବତୀ, ବିଶାଖାପାଟଣା ଏବଂ କୁର୍ନୁଲ୍ ଅନ୍ତର୍ଭୁକ୍ତ ଥିଲା।ପରେ ସେହି ଯୋଜନା ସରକାର ପ୍ରତ୍ୟାହାର କରିନେବା ସହ ଅମରାବତୀ ଆନ୍ଧ୍ରର ରାଜଧାନୀ ହୋଇ ରହିଥିଲା। ହେଲେ ଆଜି ଆନ୍ଧ୍ର ସରକାର ବିଶାଖାପାଟଣାକୁ ରାଜଧାନୀ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.