ଭୁବନେଶ୍ବର: ଫେବୃଆରୀ ୨୧ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଏପ୍ରିଲ୍ ୬ ତାରିଖ ଯାଏ ଚାଲିବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରି ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ଚାଲିବ। ପୁଣି ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଏ ୬ ତାରିଖ ଯାଏ ଦ୍ବିତୀୟ ପର୍ଯ୍ୟାୟ ଚାଲିବ। ତେବେ ୨୭ ତାରିଖରେ ଉପସ୍ଥାପିତ ହେବ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିବେ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ