ଭୁବନେଶ୍ବର; ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବା ପରେ ବଚସାକୁ ନେଇ ହୋଟେଲ ଉପରେ ବୋମାମାଡ କରିଛନ୍ତି ଦୁର୍ବୃତ୍ତ। ବସଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ଏଥିରେ ଆହତ ହୋଇଥିବା ୩ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଜଣକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି