ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

କଂଗ୍ରେସରେ ଯୋଗ ଦେଲେ ବିଜୟ

0

ଭୁବନେଶ୍ବର; ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସର ସହ ହାତ ମିଶାଇଛନ୍ତି। ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ ।

କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ପ୍ରଥମ ଥର ପାଇଁ ରାଜନୀତିରେ ପାଦ ଦେଇଛି । ନୀତି ଆଦର୍ଶକୁ ନେଇ ଆଗକୁ ବଢିବି । ଓଡିଶାରେ ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚୁନାହିଁ । ମୁଁ ଲୋକଙ୍କ ପାଇଁ କାମ କରିବି । କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି । ରାହୁଲଙ୍କ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା, ପ୍ରେମ ଓ ଭଲପାଇବାର ଯାତ୍ରା ବୋଲି କହିଛନ୍ତି ବିଜୟ ।

Leave A Reply

Your email address will not be published.