ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ପାଇକମାଳ ରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

0

ଭୁବନେଶ୍ବର; ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି।

ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ ପାଇକମାଳ ର ଜନତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ପାଇକମାଳ ରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ .ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବି କୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ।

ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ। ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ। ପାଇକମାଳ ର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବୀ କରିଆସୁଥିଲେ।

Leave A Reply

Your email address will not be published.