ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଏବେ ଜେଲରେ ଗୋପାଳ ଦାସ

0

ଝାରସୁଗୁଡା; ନବକିଶୋର ଦାସ ହତ୍ୟା ମାମଲାରେ ଏବେ ଜେଲରେ ରହିଛି ଅଭିଯୁକ୍ତ ଗୋପାଳ ଦାସ । ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟରେ ଗୋପାଳକୁ କୋର୍ଟରେ ହାଜର କରିଥିଲା କ୍ରାଇମବ୍ରାଞ୍ଚ।ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡା ଅଣାଯାଇ ବିମାନବନ୍ଦର ଥାନାରେ ରଖାଯାଇଥିଲା। ପରେ ଓଏସଏପି ଦ୍ବିତୀୟ ବାଟାଲିଅନକୁ ନେଇ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପାଇଁ ଗୋପାଳକୁ ଝାରସୁଗୁଡ଼ାରୁ ଗୁଜୁରାଟର ଗାନ୍ଧିନଗର ନିଆଯାଇଥିଲା।

Leave A Reply

Your email address will not be published.