ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0
  • ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ
  • ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର; ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆ ପଲ୍ଲୀ ରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.