ଛତିଶଗଡ; ନକ୍ସଲ ଗୁଳିରେ ୩ ଯବାନ ସହିଦ, ୨ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଛି। କୁନ୍ଦେଡ ଓ ଜାଗେରଗୁଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରସନ ବେଳେ ମାଓବାଦୀଙ୍କ ଆମ୍ବ୍ୟୁସରେ ଫସି ଯାଇଥିଲେ ଯବାନ । ସର୍ଚ୍ଚ ଅପରେସନ ବେଳେ ମାଓବାଦୀଙ୍କ ସହ ଗୁଳିବିନିମୟ ହୋଇଥିଲା । ମାଓବାଦୀଙ୍କ ଗୁଳିରେ ୩ ଡିଆରଜି ଯବାନ ସହିଦ ହୋଇଛନ୍ତି । ମୃତ ତିନି ଯବାନ ହେଲେ ଏଏସଆଇ ରାମୁରାମ ନାଗ, କନଷ୍ଟେବଳ କୁଞ୍ଜମ ଯୋଗା ଓ କନଷ୍ଟେବଳ ଭଞ୍ଜମ ଭୀମା । ଦୁଇ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ଯବାନଙ୍କୁ ରାୟପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି ।
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି