ଭୁବନେଶ୍ବର; ଲୋୟର ପିଏମଜିରେ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ନବ ଦାସ ହତ୍ୟା ମାମଲାକୁ ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ବିଜେପିର ଯୁବମୋର୍ଚ୍ଚା ରାଲି ହୋଇଥିଲା । ରାଲିକୁ ପୋଲିସ ଅଟକାଇବା ସମୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଏଣୁ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ବିଜେପି ଯୁବମୋର୍ଚ୍ଚା ଉପରେ ପୋଲିସର ଲାଠିମାଡ କରିଛି । କିଛି ପୋଲିସ କର୍ମୀ ଓ ବିଜେପି ଯୁବମୋର୍ଚ୍ଚା ସଦସ୍ୟ ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ ପୋଲିସ ଉପରକୁ ମଧ୍ୟ ବିଜେପି ଯୁବମୋର୍ଚ୍ଚା ଅଣ୍ଡାମାଡ କରିଥିବା ଦେଖିବାକୁ ମିଳିଛି ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ