ଭୁବନେଶ୍ବର; ଲୋୟର ପିଏମଜିରେ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ନବ ଦାସ ହତ୍ୟା ମାମଲାକୁ ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ବିଜେପିର ଯୁବମୋର୍ଚ୍ଚା ରାଲି ହୋଇଥିଲା । ରାଲିକୁ ପୋଲିସ ଅଟକାଇବା ସମୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଏଣୁ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ବିଜେପି ଯୁବମୋର୍ଚ୍ଚା ଉପରେ ପୋଲିସର ଲାଠିମାଡ କରିଛି । କିଛି ପୋଲିସ କର୍ମୀ ଓ ବିଜେପି ଯୁବମୋର୍ଚ୍ଚା ସଦସ୍ୟ ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ ପୋଲିସ ଉପରକୁ ମଧ୍ୟ ବିଜେପି ଯୁବମୋର୍ଚ୍ଚା ଅଣ୍ଡାମାଡ କରିଥିବା ଦେଖିବାକୁ ମିଳିଛି ।
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି