ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର

0

ଭୁବନେଶ୍ବର; ଭୁବନେଶ୍ୱରରେ ପହଞ୍ଚିଲା ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର । ବର୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବାର ସୂଚନା ରହିଛି । ଗତକାଲି ରାତିରେ ହାଇଦ୍ରାବାଦର ଏକ ଘରୋଇ ହସପିଟାଲରେ ପିଣ୍ଟୁ ନନ୍ଦଙ୍କ ପରଲୋକ ହୋଇଥିଲା ପିଣ୍ଟୁ ନନ୍ଦ ଗୁରୁତର ଯକୃତ ବା ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ।

Leave A Reply

Your email address will not be published.