ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର

0

ଭୁବନେଶ୍ବର; ଭୁବନେଶ୍ୱରରେ ପହଞ୍ଚିଲା ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର । ବର୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବାର ସୂଚନା ରହିଛି । ଗତକାଲି ରାତିରେ ହାଇଦ୍ରାବାଦର ଏକ ଘରୋଇ ହସପିଟାଲରେ ପିଣ୍ଟୁ ନନ୍ଦଙ୍କ ପରଲୋକ ହୋଇଥିଲା ପିଣ୍ଟୁ ନନ୍ଦ ଗୁରୁତର ଯକୃତ ବା ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ।

Leave A Reply

Your email address will not be published.