ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତା ଉପରେ ପ୍ରତିବନ୍ଧକ

0

ଭୁବନେଶ୍ବର; ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତାକୁ ସ୍ଥାନ ନାହିଁ। ଏଥିପାଇଁ କଡା ନିର୍ଦ୍ଦେଶନାମା ଜାରି କରଯାଇଛି। ଉତ୍କଳୀୟ ସଂସ୍କୃତିର ଏପରି ଅପପ୍ରଚାରକୁ ଆଉ ବରଦାସ୍ତ କରାଯିବନି। ଏପରିକି ଯାତ୍ରା, ମେଲୋଡିରେ ଦ୍ୱି ଅର୍ଥବୋଧକ ସଂଳାପ ମଧ୍ୟ ରହିବନି।

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନଙ୍କୁ ଏପରି ଚିଠି ଲେଖାଯାଇଛି। ଏପରିକି ସମସ୍ତ ପ୍ରକାର ଅଶ୍ଲୀଳ ଦୃଶ୍ୟ ଓ ନଗ୍ନ ପ୍ରଦର୍ଶନକୁ ତୁରନ୍ତ ବନ୍ଦ କରିବା ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି। ଯାତ୍ରା ଓ ମେଲୋଡି ପାଇଁ ଅନୁମତି ଦେବା ବେଳେ ସର୍ତ୍ତାବଳୀରେ ଏହା ସ୍ପଷ୍ଟ ଭାବେ ଉଲ୍ଲେଖ କରିବାକୁ ମଧ୍ୟ କୁହାଯାଇଛି ।

Leave A Reply

Your email address will not be published.