କନ୍ଧମାଳ; କନ୍ଧମାଳ ଜିଲ୍ଲା ଟିକାବାଲି ଥାନା କନଷ୍ଟେବଲ ଶ୍ରୀନିବାସ ଘଟାଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଥାନା ଉପର ମହଲାରେ ଥିବା ବାରାକରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ସହିତ କ’ଣ ଘଟିଛି, ତାହା ଜଣାପଡ଼ି ନଥିବା ବେଳେ ବାଲିଗୁଡ଼ା ଏସ୍ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା