ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଥାନା ପରିସରରୁ କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

କନ୍ଧମାଳ; କନ୍ଧମାଳ ଜିଲ୍ଲା ଟିକାବାଲି ଥାନା କନଷ୍ଟେବଲ ଶ୍ରୀନିବାସ ଘଟାଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଥାନା ଉପର ମହଲାରେ ଥିବା ବାରାକରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ସହିତ କ’ଣ ଘଟିଛି, ତାହା ଜଣାପଡ଼ି ନଥିବା ବେଳେ ବାଲିଗୁଡ଼ା ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Leave A Reply

Your email address will not be published.