ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଏଚ୩ଏନ୨ ଭାଇରସକୁ ନେଇ ସର୍ତକ କଲା ଜନସ୍ବାସ୍ଥ୍ୟ ବିଭାଗ

0

ଭୁବନେଶ୍ୱର: ଚିନ୍ତା ବଢ଼ାଇଲାଣି ଏଚ୩ଏନ୨ ଭାଇରସ। ସବୁ ଜିଲ୍ଲାର ସିଡିଏମଓ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଚିଠି ଲେଖିଛି ଜନସ୍ୱାସ୍ଥ୍ୟ ବିଭାଗ । ଭାଇରସ ସଂକ୍ରମଣ ଭିତରେ ପୁଣି ଘାରିଲା କୋଭିଡ ଭୟ। ତେଣୁ ଥଣ୍ଡା କାଶ ହୋଇଥିଲେ କୋଭିଡ ଟେଷ୍ଟ କରିବାକୁ କୁହାଯାଇଛି ।

ସର୍ଭିଲାନ୍ସ ବଢାଇବା ସହ ଅକ୍ସିଜେନ ଓ ଆଇସିୟୁ ପ୍ରସ୍ତୁତ ରଖିବାକୁ ନିର୍ଦେଶ ଦିଆଯାଇଛି । ଇଂଫ୍ଲୁଏଞ୍ଜାର ନାହିଁ ନିର୍ଦ୍ଧିଷ୍ଟ ଚିକିତ୍ସା । ଜର କାଶ କିଛି ଦିନ ରହିବ, ତାପରେ ଆପେ ଭଲ ହୋଇପାରେ । ଗୁରୁତର ହୋଇ ନିମୋନିଆରେ ସଂକ୍ରମଣ ହୋଇପାରନ୍ତି କିଡ଼ନୀ, ହାର୍ଟ ଓ଼ ସ୍ୱାଶ୍ୱ ରୋଗୀ । ତେଣୁ ଲକ୍ଷଣ ଥିଲେ ନିଜକୁ ଆଇସୋଲେଟ କରିବା ସହ ମାସ୍କ ପିନ୍ଧିବା ଓ ହାତ ଧୋଇବାକୁ କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରୋଗ ଭଲ ନହେଲେ ଡାକ୍ତରଙ୍କ ପରାମର୍ଶ ନେଇ ମେଡିକାଲରେ ଆଡମିଟ ହେବାକୁ ଦେଇଛନ୍ତି ପରାମର୍ଶ ।

Leave A Reply

Your email address will not be published.