ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମାଟ୍ରିକ ଡ୍ରପଆଉଟ ପିଲାଙ୍କ ପାଇଁ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା

0

ଭୁବନେଶ୍ୱର: ମାଟ୍ରିକ ଡ୍ରପଆଉଟ ପିଲାଙ୍କ ପାଇଁ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା । ୧୩ ହଜାର ୫୮ ପିଲା ଫର୍ମ ଫିଲଅପ କରି ମାଟ୍ରିକ ପରୀକ୍ଷା ଦେଉ ନାହାନ୍ତି । ସେମାନଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷାର ବ୍ୟବସ୍ଥା କରାଯିବା ନେଇ ଗୃହରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି ରଖିଛନ୍ତି । ତେବେ ୨୦୨୧-୨୨ ରେ ୪୫ ହଜାର ପିଲା ମାଟ୍ରିକ ଦେଇ ନଥିଲେ । ବର୍ତମାନ ଏହି ସଂଖ୍ୟା କମିଛି ବୋଲି କହିଛନ୍ତି ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି ଯେ, ପରୀକ୍ଷା ଦେଉନଥିବା ପିଲାଙ୍କୁ ଚିହ୍ନଟ କରାଯିବ । ସେମାନଙ୍କ ଅଭିଭାବକଙ୍କ ସହ ଆଲୋଚନା କରାଯିବ । ଆଉ ସେମାନଙ୍କୁ ପରୀକ୍ଷା ଦେବାକୁ ଉତ୍ସାହିତ କରାଯିବ ।

Leave A Reply

Your email address will not be published.