ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ପ୍ରଶ୍ନପତ୍ର ଭାଇରାଲ ପରେ ବଦଳିଲା ନିୟମ

0

କଟକ; ପ୍ରଶ୍ନପତ୍ର ଭାଇରାଲ ପରେ ବଦଳିଲା ନିୟମ। ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ପରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଆଯାଇଛି ପ୍ରତିକାରମୂଳକ ପଦକ୍ଷେପ। ମାଟ୍ରିକ ବାକି ୩ଟି ପରୀକ୍ଷା ପାଇଁ ନିୟମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।

ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଯିବା ସମୟ ବଦଳିଛି। ନିୟମ ମୁକାବକ ନୋଡାଲ ସେଣ୍ଟରରୁ ସାଢ଼େ ୬ଟା ପୂର୍ବରୁ ନିଆଯାଇ ପାରିବନି ପ୍ୟାକେଟ। ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ୬ଟା ୪୫ରୁ ସାଢ଼େ ୭ରେ ପହଞ୍ଚିବ। ୬ଟା ୪୫ ପୂର୍ବରୁ ପ୍ୟାକେଟ ନପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି ବୋର୍ଡ। ଯଦି କେହି ଏହାର ଖିଲାପ କରନ୍ତି ତେବେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ବୋର୍ଡ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଚେତାଇ ଦିଆଯାଇଛି।

Leave A Reply

Your email address will not be published.