ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସିନିୟର ନ୍ୟାସ୍‌ନାଲ୍ ଟେବୁଲ୍ ଟେନିସ୍ ଚାମ୍ପିଅନ୍‌ସିପ୍‌ରେ ସୋଆ ଆଇନ୍ ଛାତ୍ରୀଙ୍କ ପ୍ରତିନିଧିତ୍ୱ

0

ଭୁବନେଶ୍ୱର, ୨୦/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଇନ୍‌ଟିଗ୍ରେଟେଡ୍ ଲ’ର ତୃତୀୟ ବର୍ଷ ଛାତ୍ରୀ ସୁଶ୍ରୀ ପାୟଲ୍ ପାଣୀ ଜମ୍ମୁଠାରେ ସୋମବାର ଆରମ୍ଭ ହୋଇଥିବା ୮୪ତମ ସିନିୟର ନ୍ୟାସ୍‌ନାଲ୍ ଓ ଇନ୍‌ଟର ଷ୍ଟେଟ୍ ଟେବୁଲ ଟେନିସ ଚାମ୍ପିଅନ୍‌ସିପ୍‌ରେ ଓଡ଼ିଶାର ପ୍ରତିନିଧିତ୍ୱ କରୁଛନ୍ତି ।

ପାୟଲ ପୂର୍ବରୁ ନ୍ୟାସ୍‌ନାଲ୍ ଟେବୁଲ୍ ଟେନିସ୍ ଚାମ୍ପିଅନ୍‌ସିପ୍‌ରେ ସବ୍ ଜୁନିୟର ଓ ଜୁନିୟର ବର୍ଗରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିବା ବେଳେ ପ୍ରଥମ ଥର ପାଇଁ ସିନିୟର୍ ଟିମ୍ ନିମନ୍ତେ ମନୋନୀତ ହୋଇଛନ୍ତି । ସେ ଉଭୟ ସିଙ୍ଗଲ୍‌ସ ଏବଂ ଡବଲ୍ସରେ ଖେଳିବେ ।“ମୁଁ ସିନିୟର ଷ୍ଟେଟ୍ ଟିମ୍‌କୁ ପ୍ରତିନିଧିତ୍ୱ କରୁଥିବାରୁ ଖୁବ ଉତ୍ସାହିତ ଅଛି ଓ ଭଲ ପ୍ରଦର୍ଶନ ନିମନ୍ତେ ଖୁବ୍ ଆଶାବାଦୀ ଅଛି” ବୋଲି ସେ କହିଛନ୍ତି ।

Leave A Reply

Your email address will not be published.