ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର

0

ନୂଆଦିଲ୍ଲୀ; ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି।

ଆଜି ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ମାଗୁଣି ଚରଣ କୁଅଁର। ୬ ଦଶନ୍ଧି ଧରି ବିଲୁପ୍ତପ୍ରାୟ କାଠ କଣ୍ଢେଇ ନୃତ୍ୟକୁ ବଞ୍ଚାଇ ରଖିଥିବା କେନ୍ଦୁଝରର ମାଗୁଣିଙ୍କୁ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Leave A Reply

Your email address will not be published.