ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୂର୍ବତନ ଆଇଏଏସ ଅଧିକାରୀ ବିନୋଦ କୁମାରଙ୍କ ସମେତ ୫ ଜଣଙ୍କୁ ଦଣ୍ଡାଦେଶ

0

ଭୁବନେଶ୍ବର: ପୂର୍ବତନ ଆଇଏଏସ ଅଧିକାରୀ ବିନୋଦ କୁମାରଙ୍କ ସମେତ ୫ ଜଣଙ୍କୁ ଦଣ୍ଡାଦେଶ ହୋଇଛି। ଓଡ଼ିଶା ରୁରାଲ ହାଉସିଂ ଡେଭେଲପମେଣ୍ଟ କର୍ପୋରେସନ ଦୁର୍ନୀତି ମାମଲାରେ ସୋମବାର ଭିଜିଲାନ୍ସ କୋର୍ଟରେ ଦଣ୍ଡାଦେଶ ହୋଇଛି। ୩ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ ସହ ତାଙ୍କୁ ୫୦ ହଜାର ଟଙ୍କାର ଜରିମାନା କରାଯାଇଛି। ଜରିମାନା ଅନାଦେୟ ଆଉ ୬ ମାସ ଲେଖାଁଏ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି।

ସୂଚନାଯୋଗ୍ୟ, ଆଇଏଏସ୍‌ ବିନୋଦ କୁମାର ୨୦୦୦-୦୧ରେ  ଓଆରଏଚଡିସିର ପରିଚାଳନା ନିର୍ଦ୍ଦେଶକ ଥିଲେ। ତାଙ୍କ ସହ ସ୍ୱସ୍ତିରଞ୍ଜନ ମହାପାତ୍ର, ଉମେଶ ଚନ୍ଦ୍ର ସ୍ୱାଇଁ, ରଶ୍ମି ପଟ୍ଟନାୟକ ଓ ରତନ କୁମାର ସାହୁଙ୍କୁ କୋର୍ଟ ଦଣ୍ଡିତ କରିଛନ୍ତି। ବିନୋଦ କୁମାର ପୂର୍ବରୁ ୬ ଥର ଦୋଷୀ ସାବ୍ୟସ୍ତ ହୋଇସାରିଛନ୍ତି।

Leave A Reply

Your email address will not be published.