ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ତାଳଚେରରେ ହେବ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ

0

ଭୁବନେଶ୍ବର; ଅକ୍ଟୋବର ୨୦୨୩ ସୁଦ୍ଧା ତାଳଚେରରେ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନାନୁସାରେ; ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଯୋଡି ହେବାକୁ ଯାଉଛି ଆଉ ଏକ ନୂଆ ଅଧ୍ୟାୟ  । କେବଳ ଚିକିତ୍ସା ନୁହେଁ ମେଡିକାଲ କଲେଜ ମଧ୍ୟ ହେବାକୁ ରାଜ୍ୟ ସରକାର ନେଇଛନ୍ତି ନିଷ୍ପତ୍ତି  । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶୀଲିନୀ ପଣ୍ଡିତ  । ଏହା ସହିତ ମିଶିବ ନେହେରୁ ଶତାବ୍ଦୀ ହସ୍ପିଟାଲର ୧୦୦ ବେଡ୍। ମେ ମାସ ଶେଷ ସୁଦ୍ଧା ଡାକ୍ତର ନିଯୁକ୍ତି ହେବେ  ।

Leave A Reply

Your email address will not be published.