ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ

0

ବୈାଦ୍ଧ; ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ ହୋଇଛନ୍ତି । ଜଣଙ୍କର ଗୁଳି ହାତରେ ବାଜିଥିବା ବେଳେ, ଅନ୍ୟ ଜଣଙ୍କର ପିଠିରେ ସାମାନ୍ୟ ଆଘାତ ଲାଗିଛି । ଆହତ ମାନେ ହେଲେ ହେଲେ ସରଣ୍ଡା ଗ୍ରାମର ନୀଳମଣି ପ୍ରଧାନ ଓ ବଡ଼ବାଗବର ଗ୍ରାମର ନବ ସାହୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

୪ ଜଣ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ବୌଦ୍ଧ ଜିଲ୍ଲା ବଘିଆପଡା ସେକ୍ସନ ବନବିଭାଗ ପକ୍ଷରୁ ଗତକାଲି ରାତିରେ ପେଟ୍ରୋଲିଂ କରାଯାଇଥିଲା । ବଘିଆପଡା ଠାରୁ କିଛି ବାଟ ଯାଉଥିବା ବେଳେ ଖାଲିଆପାଲି ନିକଟରେ ୪ ଜଣ ଦୁର୍ବୃତ୍ତ ବନ ବିଭାଗ ଗାଡିକୁ ଗୁଳିମାଡ଼ କରିଥିଲେ । ଏଥିରେ ୨ ଜଣ ଓ୍ବାଚର ଆହତ ହୋଇଛନ୍ତି ।

Leave A Reply

Your email address will not be published.