ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ଦୟାନଦୀରେ ଗାଧୋଉଥିବା ବେଳେ ବୁଡିଗଲା ନାବାଳକ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବର ଉପକଣ୍ଠ ଦୟାନଦୀକୁ ଗାଧୋଇବାକୁ ଯାଇ ଗୁରୁବାର ଜଣେ ନାବାଳକ ନିଖୋଜ ହୋଇଯାଇଛି। ନିଖୋଜ ହୋଇଥିବା ନାବାଳକ ହେଲେ ଭୁବନେଶ୍ବର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତ ଇନ୍ଦିରା କଲୋନୀର ସୁମିତେନ୍ଦ୍ର ସାହୁ ।

ଆଜି ଅପରାହ୍ନରେ ୪ ଜଣ ନାବାଳକ ଦୟା ନଦୀ ବ୍ରିଜ ତଳେ ମାଛ ଧରିବାକୁ ଆସିଥିବା ବେଳେ ଏଭଳି ଘଟଣା ଘଟିଛି । ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ, ସିମୁତେନ୍ଦ୍ର ଏବେ ବି ନିଖୋଜ ଅଛନ୍ତି । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ନିଖୋଜ ଥିବା ସମୁତେନ୍ଦ୍ରଙ୍କୁ ଖୋଜାଖୋଜି କରୁଛନ୍ତି ।

Leave A Reply

Your email address will not be published.