ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଫିଲିପାଇନ୍ସରେ ବୁଡିଗଲା ବୋଟ୍, ୩୦ରୁ ଅଧିକ ମୃତ

0

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ୨୫୦ ଲୋକଙ୍କୁ ନେଇ ଯାଉଥିବା ଏକ ବୋଟ୍ ବୁଡ଼ିଯାଇଛି । ଜାହାଜରେ ନିଆଁ ଲାଗିବା କାରଣରୁ ଏହା ବୁଡ଼ିଯାଇଥିବା ଜଣାପଡ଼ିଛି । ଏଥିରେ ୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି ।

ଏଯାଏଁ ୨୦୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୭ ଜଣ ଲୋକ ନିଖୋଜ ଅଛନ୍ତି ।ଦକ୍ଷିଣ ଫିଲିପାଇନ୍ସରେ ଘଟିଛି ଏହି ଘଟଣା । ବେଲିଲନର ଦକ୍ଷିଣ ଦୀପର ଗଭର୍ଣ୍ଣର ଜିମ୍ ହାଟାମନ୍ କହିଛନ୍ତି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ୧୮ ଲୋକଙ୍କର ଶବ ଉଦ୍ଧାର କରାଯାଇଛି ।

Leave A Reply

Your email address will not be published.