ପ୍ରମୁଖ ଖବର

ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ
ଦାୟିତ୍ୱ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ
ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ
ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ ଦକ୍ଷତା କେନ୍ଦ୍ର ଶୁଭାରମ୍ଭ କଲେ ରାଷ୍ଟ୍ରପତି
ବଦଳିବ ନିକୋ ପାର୍କର ରୂପ, ଖର୍ଚ୍ଚ ହେବ ୬୦୦ କୋଟି
ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ପୁଣି ବଢିଲା ଓମଫେଡ୍ କ୍ଷୀର ଦର

0

ଭୁବନେଶ୍ବର; ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ନେଇ ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।

ନୂଆ ଦର ଲାଗୁ ହେବା ଫଳରେ ୫୦୦ ମିଲି ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୫୦୦ ମିଲି ପ୍ରିମିୟମ କ୍ଷୀର ଓ ଗୋଲ୍ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି । ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.